ଗଜପତିରେ ୬୦ତମ ଗୃହରକ୍ଷୀ ବାହିନୀ ଦିବସ ପାଳିତ ।

ଗଜପତିରେ ୬୦ତମ ଗୃହରକ୍ଷୀ ବାହିନୀ ଦିବସ ପାଳିତ ।

ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡାସ୍ଥିତ ରିଜର୍ଭ ପୋଲିସ ପଡିଆଠାରେ ୬୦ତମ ଗୃହରକ୍ଷୀ ବାହିନୀ ଦିବସ ପାଳିତ ହୋଇଯାଇଛି ।ଆଜି ସକାଳ ୮.୩୦ମିନଟ ସମୟରେ ରିଜର୍ଭ  ପୋଲିସ ପଡିଆରେ ଗୃହରକ୍ଷୀ ବାହିନୀ ଦିବସରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଦାୟିତ୍ୱରେ ରହିଥିବା ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବାମଦେବ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଏକ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ଏହାପରେ ସେ ମହାମହିମ ରଷ୍ଟ୍ରପତି ଦୌପତୀ ମୁର୍ମୁ, ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ…